ତେଲେଙ୍ଗାନା ପୁଲିସ ଦ୍ବାରା ୪ ଦୁଷ୍କର୍ମକାରୀଙ୍କୁ ଏନକାଉଣ୍ଟର ଘଟଣା,ବିଚାରବିଭାଗୀୟ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

An Independent Media

ନୂଆଦିଲ୍ଲୀ: ତେଲେଙ୍ଗାନା ପୁଲିସ ଦ୍ବାରା ୪ ଦୁଷ୍କର୍ମକାରୀଙ୍କୁ ଏନକାଉଣ୍ଟର ଘଟଣାର ଶୁଣାଣି କରି ଗୁରୁବାର ସୁପ୍ରିମକୋର୍ଟ ବିଚାରବିଭାଗୀୟ ତଦନ୍ତ ପାଇଁ ନିର୍ଦେଶ ଦେଇଛନ୍ତି। ଜଣେ ପୂର୍ବତନ ବିଚାରପତିଙ୍କ ନେତୃତ୍ବରେ ୩ ଜଣିଆ ତଦନ୍ତ କମିଶନ ଗଠନ କରାଯାଇ ତଦନ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। 

error: Thank You Keep Visiting