୪ ରାଜ୍ୟସଭା ପାର୍ଥୀ ତାଲିକା ଘୋଷଣା

An Independent Media

ଭୁବନେଶ୍ୱର : ରାଜ୍ୟସଭା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି। ସୁବାସ ସିଂ, ମୁନା ଖାଁ, ସୁଜିତ୍ କୁମାର ଓ ମମତା ମହନ୍ତଙ୍କୁ ବିଜେଡି ରାଜ୍ୟସଭା ପ୍ରାର୍ଥୀ କରିଛି। ରାଜ୍ୟସଭା ନିର୍ବାଚନ ପାଇଁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୧୭ଟି ରାଜ୍ୟର ୫୫ ଜଣ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ମାସରେ ଶେଷ ହେଉଛି। ଖାଲି ହେଉଥିବା ୫୫ଟି ଆସନ ମଧ୍ୟରୁ ଓଡ଼ିଶାର ୪ଟି ରାଜ୍ୟସଭା ଆସନ ରହିଛି। ଆସନ୍ତା ୨୬ ତାରିଖରେ ହେବ ନିର୍ବାଚନ।

error: Thank You Keep Visiting