ଏଥର ହୋଲି ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

An Independent Media

ଭୁବନେଶ୍ବର:  ଚଳିତ ବର୍ଷ  ହୋଲି ଖେଳିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହି ସୂଚନା  ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି । ତେବେ କରୋନା ଭାଇରସକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

error: Thank You Keep Visiting