ରାଜସ୍ଥାନ ପରେ ପଞ୍ଜାବରେ ଲକ୍‌ଡାଉନ୍‌ ଘୋଷଣା

An Independent Media


ଚଣ୍ଡିଗଡ଼: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିବା ପରେ ଏବେ ପଞ୍ଜାବ ସରକାର ମଧ୍ୟ ରାଜ୍ୟକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି।

error: Thank You Keep Visiting