ଆସନ୍ତାକାଲି ପ୍ରଦାନ କରାଯିବ ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

Straight to the Point

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଆୟୋଜିତ ଏକ ଭବ୍ୟ ଉତ୍ସବରେ ସୋମବାର ୬୬ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ଉପରାଷ୍ଟ୍ରପତି ଏମ୍‍. ଭେଙ୍କିୟା ନାଇଡୁ ଏହି ପୁରସ୍କାର ପ୍ରଦାନ କରିବେ। ଏହି ଉତ୍ସବରେ ଗୁଜରାଟୀ ଚଳଚ୍ଚିତ୍ର ‘ହେଲାରୋ’କୁ ସର୍ବଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କୃତ କରାଯିବ।

error: Thank You Keep Visiting