ଡିସେମ୍ବର ୩୧ ସୁଦ୍ଧା ପଦୋନ୍ନତି ପ୍ରକ୍ରିୟା ଶେଷ କରିବାରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

An Independent Media

ଭୁବନେଶ୍ବର : ଜିଲା ବିଭାଗୀୟ ମୁଖ୍ୟ ଏବଂ ରାଜ୍ୟସ୍ତରୀୟ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବିଭାଗର ପଦୋନ୍ନତି ଅପକ୍ଷେରା ଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କ ପଦୋନ୍ନତି ପ୍ରକ୍ରିୟା ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ କରାଯାଇ ଜାନୁଆରୀ ୧ ତାରିଖ ସୁଦ୍ଧା ପଦୋନ୍ନତି ଯୋଗ୍ୟ ସମସ୍ତ ସରକାରୀ କର୍ମଚାରୀ ଏବଂ ଅଧିକାରୀ ମାନଙ୍କୁ ପଦୋନ୍ନତି ଦେବା ପାଇଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଚ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏ ସମ୍ପର୍କରେ ଅନୁପାଳନ, ମୁଖ୍ୟସଚିବଙ୍କ ନିକଟକୁ ପ୍ରେରଣା କରିବା ପାଇଁ ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଓ ଜିଲାପାଳ ମାନଙ୍କୁ  ନିର୍ଦ୍ଦେଶ ଦେଇଛନ୍ତି ।

error: Thank You Keep Visiting