ଆସନ୍ତା ସାଧାରଣତନ୍ତ୍ର ଦିବସ ପରେଡରେ ପଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ
ଭୁବନେଶ୍ବର: ୨୦୨୦ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ଆୟୋଜିତ ହେଉଥିବା ଜାତୀୟ ପରେଡରେ ପଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ। ୨୦୨୦ ସାଧାରଣତନ୍ତ୍ର ଦିବସ ପରେଡରେ ପଦର୍ଶିତ ପାଇଁ ଓଡିଶାର ପ୍ରଜ୍ଞାପନ ମେଢ ଯୋଗ୍ୟ ବିବେଚିତ ହୋଇଛି। ପଦର୍ଶିତ ହେବାକୁ ଥିବା ପ୍ରଜ୍ଞାପନ ମେଢର ଡିଜାଇନ୍ ପ୍ରସ୍ତୁତ କରୁଛନ୍ତି ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ସାହୁ।