ରାଜ୍ୟପାଳ ଗଣେଶୀ ଲାଲ୍ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଜଣାଇଲେ ଶୁଭେଚ୍ଛା

An Independent Media

ଆନନ୍ଦ ଓ ଉଲ୍ଲାସର ପର୍ବ ପବିତ୍ର ହୋଲି ଅବସରରେ ମାନ୍ୟବର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓଡ଼ିଶାର ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ପର୍ବ ରାଜ୍ୟ ତଥା ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କ ଜୀବନରେ ସୁଖ,ଶାନ୍ତି ଓ ଆନନ୍ଦ ଭରିଦେଉ ବୋଲି କାମନା କରିଛନ୍ତି ରାଜ୍ୟପାଳ । 

error: Thank You Keep Visiting