ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଲେ

An Independent Media

ପବିତ୍ର ହୋଲି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ,‘ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ରଙ୍ଗର ପର୍ବ ହୋଲି ସମସ୍ତଙ୍କ ପାଇଁ ଆନନ୍ଦମୟ ହେଉ। ସମସ୍ତେ ସୁରକ୍ଷିତ ଭାବେ ହୋଲି ଉତ୍ସବ ପାଳନ କରନ୍ତୁ। ଜୟ ଜଗନ୍ନାଥ।’

error: Thank You Keep Visiting