ବିଜୁ କୃଷକ ଜନତା ଦଳ ପୁର୍ନଗଠିତ : ପ୍ରସନ୍ନ ସଭାପତି, ପ୍ରତାପ ସାଧାରଣ ସମ୍ପାଦକ ନିଯୁକ୍ତ

Straight to the Point

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜୁ କୃଷକ ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ କୃଷକ ଜନତା ଦଳର ମହାସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଭୟଙ୍କୁ ନିଯୁକ୍ତି ଦେଇଥିବା ନେଇ ବିଜେଡି ରାଜ୍ୟ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି ।

error: Thank You Keep Visiting