ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

Straight to the Point

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ସ୍ୱାଗତ ପାଇଁ ସେଠାରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସହ ବହୁ ବ୍ୟକ୍ତି ରହିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ପହଞ୍ଚିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ମଧ୍ୟ ଉପସ୍ଥିତ ରହିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରୁ ଆଇଆଇଟି ଅଭିମୁଖେ ପ୍ରଧାନମନ୍ତ୍ରୀ ଯାତ୍ରା କରିଛନ୍ତି ।

error: Thank You Keep Visiting