ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ

Straight to the Point

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୨୬ ତାରିଖ ମଙ୍ଗଳବାର ଦିନ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଉପ ସଭାପତି ଶ୍ରୀ ଶିବରାଜ ସିଂ ଚୌହାନ । ଶ୍ରୀ ଚୌହାନ ମଙ୍ଗଳବାର ଦିନ ଅପରାହ୍ନ ୩ଟାରେ ପୁରୀ ଜିଲ୍ଲା ନିମାପଡାଠାରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

error: Thank You Keep Visiting