ଆସନ୍ତାକାଲି ଓଡିଶା ଆସୁଛନ୍ତି ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ

Straight to the Point

ଭୁବନେଶ୍ୱର: ଆସନ୍ତାକାଲି ନିର୍ବାଚନ ପ୍ରଚାର ପାଇଁ ଆସୁଛନ୍ତି ବଲିଉଡର ହାସ୍ୟ କଳାକାର ରାଜୁ ଶ୍ରୀବାସ୍ତବ । ରାଜୁ ଶ୍ରୀବାସ୍ତବ ଦିନ ୧୧ ଟାରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡଠାରେ ଏବଂ ଅପରାହ୍ନ ୧ଟାରେ କୋରାପୁଟ ଜିଲ୍ଲା ବୈପାରିଗୁଡାଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

error: Thank You Keep Visiting