ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ ଲକ୍ଷ ଟଙ୍କା ଦେଲେ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ

Straight to the Point

ଭୁବନେଶ୍ୱର: ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ମନ୍ତ୍ରୀ ଶ୍ରୀମତୀ ଛୁରିଆ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ସଚିବାଳୟସ୍ଥ ପ୍ରକୋଷ୍ଠରେ ସାକ୍ଷାତ କରି ଫୋନି ବାତ୍ୟା ପ୍ରଭାବିତଙ୍କ ସହାୟତା ନିମନ୍ତେ ୧ ଲକ୍ଷ ଟଙ୍କା ଦେଇଛନ୍ତି ।

error: Thank You Keep Visiting