ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିଆଁ

An Independent Media

ଯାଜପୁର: ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଉଟ୍‌ଡୋର୍‌ ନିକଟସ୍ଥ ଆଶା ଗୃହରେ ଗତକାଲି ବିଳମ୍ୱିତ ରାତିରେ ନିଆଁ ଲାଗିଯାଇଥିଲା। ମେଡିକାଲ କର୍ମଚାରୀ ଓ ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମରେ ନିଆଁକୁ ଆୟତ୍ତ କରାଯାଇଥିଲା। ବିଦ୍ୟୁତ୍‌ ସର୍ଟସର୍କିଟ୍‌ରୁ ଏଭଳି ଅଘଟଣ ଘଟିଥିବା ଜଣାପଡ଼ିଛି। ଏଥିରେ କେହି ହତାହତ ହୋଇନାହାନ୍ତି। ତେବେ ମେଡିକାଲ କର୍ତ୍ତୃପକ୍ଷ ଏ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

error: Thank You Keep Visiting