ୱେଷ୍ଟଇଣ୍ଡିଜକୁ ୧୦୭ ରନରେ ପରାସ୍ତ କଲା ଭାରତ

An Independent Media

ବିଶାଖାପାଟଣା( ଏଜେନ୍ସି ) : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଭିସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଖେଳାଯାଇଥିବା ଦ୍ବିତୀୟ ଦିନିକିଆ ମ୍ୟାଚରେ ଭାରତ ୱେଷ୍ଟଇଣ୍ଡିଜକୁ ୧୦୭ ରନରେ ପରାସ୍ତ କରିଛି। ଚାଇନା ମ୍ୟାନ ବୋଲର କୁଳଦୀପ ଯାଦବଙ୍କ ହାଟ୍ରିକ ୱିକେଟ ବଳରେ ଭାରତ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିବାରେ ସକ୍ଷମ ହୋଇଛି। ଏହି ମ୍ୟାଚରେ ବିଜୟ ସହ ଭାରତ ୩ଟିକିଆ ସିରିଜକୁ ୧-୧ରେ ବରାବର କରି ଦେଇଛି।

error: Thank You Keep Visiting